vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଭୁବନେଶ୍ବର ଉପକଣ୍ଠ ବାଲି ପାଟଣାରେ ବାଲି ଘାଟ କର୍ମଚାରୀ ଆକ୍ରମଣ, ୫ ଆହତ

4/09/2018 at 4:29 AM

ଭୁବନେଶ୍ବର ଉପକଣ୍ଠ ବାଲି ପାଟଣାରେ ବାଲି ଘାଟ କର୍ମଚାରୀ ଆକ୍ରମଣ, ୫ ଆହତ । ବାଲିପାଟଣା କୁଶଭଦ୍ରା ନଦୀ ଭାକର ସାହି ବାଲି ଘାଟ ନିକଟରେ ଘଟିଛି ଏହି ଘଟଣା। ଦୁର୍ବୃତ୍ତମାନେ ୫ କର୍ମଚାରୀଙ୍କୁ ଆକ୍ରମଣ କରିବା ସହିତ ଏକ ଲୋଡରକୁ ପୋଡ଼ି ଦେଇଛନ୍ତି । ଖବର ପାଇଁ ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଛି । ୫ ଆହତଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଁଞ୍ଚି ଘଟଣାର ତଦନ୍ତ କରୁଛି

   Related Posts