Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ସଂଘର୍ଷ; ୭ ଆହତ, ମେଡିକାଲରେ ଭର୍ତ୍ତି

14/02/2023 at 8:21 AM

ସୋର ୧୪/୦୨: ଜମିବାଡ଼ି ବିବାଦକୁ କେନ୍ଦ୍ରକରି ସଂଘର୍ଷ। ପଡ଼ୋଶୀଙ୍କ ଆକ୍ରମଣରେ ଗୋଟିଏ ପରିବାର ୭ଜଣ ଆହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତିରେ ବାଲେଶ୍ବର ଜିଲ୍ଲା ସୋର ଥାନା ତଳନଗରର ଗାଁର ଏଭଳି ଅଭବନୀୟ ଘଟଣା ଘଟିଛି ।  

ତଳନଗରର ଗାଁରେ ଜମିବାଡ଼ି ଓ ଇଟା ରାସ୍ତାକୁ ଦୁଇଟି ପରିବାର ମଧ୍ୟରେ ସଂଘର୍ଷ ହୋଇଛି । ଗାଁର ମହେନ୍ଦ୍ର ରାଉତଙ୍କ ପରିବାରକୁ ତାଙ୍କ ପଡ଼ୋଶୀ ପ୍ରଫୁଲ୍ଲ ରାଉତଙ୍କ ପରିବାର ଘରେ ପଶି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏଥିରେ ୭ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୂର୍ବର ଶତ୍ରୁତା ଓ ଜମିବାଡ଼ି ବିବାଦକୁ ନେଇ ସଂଘର୍ଷ ହୋଇଥିବା ଜଣାପଡ଼ିଛି । ସୋର ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

   Related Posts