ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ସୁନା ଦୋକାନରେ GST ରେଡ୍, ୧୨ଟି ସହରରେ ଚାଲିଛି ଚଢାଉ

4/10/2021 at 4:55 PM

ଭୁବନେଶ୍ବର ୪।୧୦: ସୁନା ଦୋକାନରେ ଜିଏସଟି ରେଡ୍ । ସୁନା ଅଳଙ୍କାର ଦୋକାନଗୁଡିକରେ ସିଟି ଜିଏସଟି ବିଭାଗ ପକ୍ଷରୁ ବଡ ଧରଣର ଚଢାଉ ହୋଇଛି । ୧୨ଟି ସହରର ୧୭ଟି ଜୁଏଲାରୀ ଦୋକାନରେ ଏହି ଚଢ଼ାଉ ଜାରି ରହିଛି । ସୁନାର ଓଜନ, ମାନ ପରୀକ୍ଷା କରାଯାଉଛି । ଜିଏସଟି ଠକେଇ ହୋଇଛି କି ନାହିଁ ଦେଖୁଛି ବିଭାଗ । ଭୁବନେଶ୍ବର, କଟକ, ବ୍ରହ୍ମପୁର, ସମ୍ବଲପୁର, ବରଗଡ଼, ବାରିପଦା ଭଳି ବିଭିନ୍ନ ସ୍ଥାନରେ ଏକ କାଳୀନ ଚଢ଼ାଉ ଚାଲିଛି ।

   Related Posts