Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ତାରିଣୀ ବସ୍ତ୍ରାଳୟରେ ଜିଏସ୍‌ଟି ରେଡ୍‌, ସାମିଲ ଅଛନ୍ତି ୨୦ ଅଧିକାରୀ

28/06/2022 at 2:10 PM

ଭୁବନେଶ୍ଵର ୨୮।୦୬ : ତାରିଣୀ ବସ୍ତ୍ରାଳୟରେ ଜିଏସ୍‌ଟି ରେଡ୍‌ । ଭୁବନେଶ୍ୱର ସ୍ଥିତ କଳ୍ପନା ଛକରେ ଥିବା ତାରିଣୀ ବସ୍ତ୍ରାଳୟରେ ଜିଏସ୍‌ଟି ପକ୍ଷରୁ ରେଡ୍‌ ଚାଲିଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ । ସେହିପରି ତାରିଣୀ ବସ୍ତ୍ରାଳୟର ସୋ ରୁମ୍, ଗୋଦାମ ଘର, କେଦାର ଲେନ୍ ଏବଂ ବନମାଳୀପୁରରେ ଥିବା ବାସଭବନରେ ରେଡ୍ ଚାଲିଛି। ଏହି ଚଢାଉରେ ୨୦ ଜଣ ଅଧିକାରୀ ସାମିଲ ଥିବା ଜଣାପଡିଛି।

   Related Posts