AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ସାମାନ୍ୟ ବଚସାରୁ ଗୁଳିକାଣ୍ଡ, ଜଣେ ଗୁରୁତର

15/01/2023 at 12:33 PM

ବାରିପଦା ୧୫।୦୧ : ମୟୁରଭଞ୍ଜ ସୀମାନ୍ତ ଜାମଶଳା ନିକଟରେ ଗୁଳିମାଡ଼ । ଏଥିରେ ଜଣେ ଆହତ ହୋଇଛନ୍ତି । ତୁରନ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ଖବର ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ଜାମଶଳାର ଏକ ହୋଟେଲରେ ଖାଇବା ବେଳେ ଦୁଇ ଯୁବକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଦେଖୁ ଦେଖୁ ପାଟିତୁଣ୍ଡ ବଢିବାରେ ଲାଗିଥିଲେ । ଏହାପରେ ଗୁଳିକାଣ୍ଡ ହୋଇଥିଲା ଅନୁମାନ କରାଯାଉଛି । ତେବେ ଏହି ଗୁଳିକାଣ୍ଡରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେଠାରୁ କଟକ ସ୍ଥାନାନ୍ତରିତ କରାଯାଇଛି । ଝାରପୋଖରିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts