ଭୁବନେଶ୍ବର ୨୪।୪: କୁଆପଥର ବର୍ଷା ନେଇ ୪ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୪ଟି ଜିଲ୍ଲା ହେଉଛି ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଏବଂ କେନ୍ଦୁଝର । ଏହିସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ଝଡ଼ ତୋଫାନ, କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ମଧ୍ୟ ସତର୍କତା ଜାରି କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ରାଜସ୍ଥାନରୁ ଆସିଛି ଦାମୀ ମଇଁଷି, ୩୬ ଲକ୍ଷର ଭୀମ ଜନ୍ମ...
