oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

26/11/2019 at 7:52 AM

ସୋନପୁର ୨୬।୧୧: ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଯୁବକ ଜଣକ ହେଲେ ସୌମିତ୍ରୀ ପାତ୍ର । ସେ ଆତ୍ମହତ୍ୟା ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ସୋନପୁର ଜିଲ୍ଲା ବିରମହାରାଜପୁର ଥାନା ଲାତୁରପେଟ ଗାଁରେ ଥିବା  ବାବା ମଠ ନିକଟର ଏକ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୌମିତ୍ରୀ ପାତ୍ର ଓ ସେ ବିବାହିତ ବୋଲି ଜଣାପଡିଛି । ସୌମିତ୍ରୀ  ଆତ୍ମହତ୍ୟା ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସୌମିତ୍ରୀଙ୍କୁ ଆଜି ଗାଁ ନିକଟରେ ଥିବା ଗଛରେ ଝୁଲନ୍ତା ଅବସ୍ଥାରେ ଦେଖି ଗାଁ ଲୋକେ  ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳର ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts