ଫାଇନାନ୍ସ କମ୍ପାନୀ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର

କଟକ ୧୬।୯: କଟକ ସାଆନ୍ତ ସାହିରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀର କୋଠରୀ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଫାଇନାନ୍ସ କର୍ମଚାରୀ ଦିବ୍ୟଜ୍ୟୋତି ମହାପାତ୍ର । ପୁରୀଘାଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଦିବ୍ୟଜ୍ୟୋତିଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ସୂଚନାଯୋଗ୍ୟ ଯେ, ଘରୋଇ ଫାଇନାନ୍ସ କମ୍ପାନୀ ଅଫିସ ଭିତରୁ ଫାଇନାନ୍ସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ହୋଇଛି … Continue reading ଫାଇନାନ୍ସ କମ୍ପାନୀ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର