suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ : ବାଇକ୍‌ରେ ନିଆଁ ଲଗାଇଦେଲେ
  • ||
  • ବାଲିପାଟଣା : ‘ମୋ ପରିବାରର ମୋତେ ମାରିବାକୁ ଚେଷ୍ଟା କରୁଛନ୍ତି…’ ଏମିତି କିଛି ଭିଡିଓରେ କହି ଆତ୍ମହତ୍ୟା କଲେ ଯୁବକ !
  • ||
  • ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା, ୧୯୩୬ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ
  • ||
  • ସୋର : ଦୁଇ ଦୁର୍ଘଟଣାରେ ୩ ଜଣ ଆହତ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ
  • ||
  • କରଞ୍ଜିଆ : ଜଙ୍ଗଲରୁ ଗାଁକୁ ଚାଲିଆସିଥିଲା ହରିଣ, ଝୁଣି ମାରିଦେଲେ କୁକୁର ପଲ
  • ||
  • ବଲାଙ୍ଗୀର : ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍ ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||
  • ପଶ୍ଚିମାଝଡର ପ୍ରଭାବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଅସରାଏ ବର୍ଷାରେ ଭିଜିଲା ଟ୍ୱିନସିଟି
  • ||

ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

17/03/2023 at 2:50 PM

ସାନଖେମୁଣ୍ଡି ୧୭।୩: ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପୁରୁଣାଗଡ ନିକଟରେ ଜଙ୍ଗଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।  

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଗୋପାଳପୁର ପଞ୍ଚାୟତ ପୁରୁଣାଗଡ ଜଙ୍ଗଲ ନିକଟରେ ଥିବା ଏକ ତୋଟାରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଗଛରେ ଶାଢ଼ୀ ବନ୍ଧା ଅବସ୍ଥାରେ ଝୁଲିଥିବା ପ୍ରଥମେ ସ୍ଥାନୀୟ ଲୋକେ ଦେଖିଥିଲେ । ଖବର ପାଇ ଆଖପାଖ ଅଞ୍ଚଳକୁ ବ୍ୟାପିବା ପରେ  ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ପହଞ୍ଚି ମୃତ ଯୁବତୀଙ୍କୁ ଚିହ୍ନଟ କରି ତଦନ୍ତ ଆରମ୍ଭ କରିଛି । ଆତ୍ମହତ୍ୟାରେ ମୃତ ଯୁବତୀ ଜଣଙ୍କ ହେଲେ କାମିନୀ ବିଶୋୟୀ । ତାଙ୍କ ବୟସ ୧୯ ବର୍ଷ ବୋଲି ଜଣାପଡିଛି । ତେବେ ଆତ୍ମହତ୍ୟାର କାରଣ ଆସ୍ପଷ୍ଟ ଥିବାବେଳେ ପାରିବାରିକ କଳହ ନା ଅନ୍ୟ କିଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ । ଏନେଇ ପାଟପୁର ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି ।

   Related Posts