oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

29/09/2020 at 9:54 AM

କୁଚିଣ୍ଡା ୨୯।୯: ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ରାସ୍ତାକଡ ଚାଷଜମି ମଧ୍ୟରେ ଥିବା ଏକ ଗଛରୁ ମିଳିଲା ମୃତଦେହ ମିଳିଛି । କୁଚିଣ୍ଡା ଥାନା ୪୯ ନମ୍ବର ଜାତୀୟ ରାଜପଥ ନିକଟ ତବଲାକଟାରରେ ଘଟିଛି ଘଟଣା ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ୪୯ ନମ୍ବର ଜାତୀୟ ରାଜପଥ ନିକଟ ତବଲାକଟାରରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ କୁଚିଣ୍ଡା ଅଞ୍ଚଳର ଅକ୍ଷୟ ପାଣି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts