suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ବିଭତ୍ସ ହତ୍ୟା, କଟୁରୀରେ ହାଣି ଅଲଗା କରିଦେଲା ମୁଣ୍ଡ ଆଉ ଗଣ୍ଡି

20/08/2022 at 11:14 AM

ବଡ଼ବିଲ ୨୦।୦୮ : କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବସନ୍ତପୁର ମାଝୀସାହିରେ ବିଭତ୍ସ ହତ୍ୟା । କଟୁରୀରେ ହାଣି ମୁଣ୍ଡ ଗଣ୍ଡି ଅଲଗା କରିଦେଲା ହତ୍ୟାକାରୀ । ମୃତକ ମାଝିସାହିର ନାଣ୍ଡୁ ମୁଣ୍ଡା ବୋଲି ଜଣାପଡିଛି ।

ତେବେ ପୂର୍ବଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ବାମେବାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଠୁବୁ ମାଝୀକୁ ଥାନାରେ ଅଟକ ରଖିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ପୋଲିସ ।

   Related Posts