Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ମାଛ ବ୍ୟବସାୟୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ, ଜଣେ ଅଟକ

19/12/2021 at 10:29 AM

ବାଲେଶ୍ୱର ୧୯।୧୨: ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା । ମୃତକଙ୍କ ମୃତ ବ୍ୟକ୍ତି ଜଣକ ହେଲେ ଅରଡ ବଜାରର ରବି ସିଂ ବୋଲି ଜଣାପଡିଛି । ସେ ମାଛ ବ୍ୟବସାୟ କରନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ବାଲେଶ୍ୱର ଅରଡ଼ ବଜାର ଗଳାପୋଲ ନିକଟରେ ଜଣେ ମାଛ ବ୍ୟବସାୟୀଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି । ଘଟଣାରେ ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ଜଣେ ବ୍ୟକ୍ତିକୁ ଅଟକ ରଖି ପଚରାଉଚରା କରୁଛି । କେଉଁ ପରିସ୍ଥିତିରେ ଓ କିଭଳି ହତ୍ୟା ହେଲା , ସେନେଇ ଖୋଳତାଡ଼ କରୁଛି ସହଦେବଖୁଣ୍ଟା ପୋଲିସ ।

   Related Posts