ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ମହିଳାଙ୍କୁ ତଣ୍ଟିଚିପି ହତ୍ୟା ! କିଏ ଓ କାହିଁକି ମାରିଲା, ଖିଅ ଖୋଜୁଛି ପୋଲିସ

31/08/2022 at 8:36 AM

ଭୁବନେଶ୍ୱର ୩୧।୦୮:  ଭୁବନେଶ୍ବରରେ ମହିଳାଙ୍କୁ ତଣ୍ଟିଚିପି ହତ୍ୟା ଅଭିଯୋଗ। ଖାରବେଳ ନଗର ଥାନା ଅନ୍ତର୍ଗତ ଶାସ୍ତ୍ରୀ ନଗର ଅଞ୍ଚଳରେ ଏହି ଘଟଣା ଘଟିଛି । ମୃତ ମହଳା ହେଲେ ଶଭୁଶ୍ରୀ ମହାପାତ୍ର ।

ସେପଟେ ମହିଳାଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ସ୍ୱାମୀ ଅନନ୍ତ ନାରାୟଣ ନାଥ ଖାରବେଳ ନଗର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ୍ ପଠାଇଛି । ମୃତଦେହ ମିଳିଥିବା ଘରକୁ ପୋଲିସ୍ ସିଲ କରି ରାତିତମାମ ଜଗି ରହଛି । ଆଜି ସକାଳୁ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ଯାଞ୍ଚ କରିବ। ମହିଳାଙ୍କୁ କିଏ ଏବଂ କାହିଁକି ହତ୍ୟା କଲା ସେ ନେଇ ପୋଲିସ୍ ତଦନ୍ତ କରୁଛି ।

   Related Posts