ରାଜଧାନୀରେ ଚାଞ୍ଚଲ୍ୟ, ଆଦିବାସୀ ପଡିଆରେ ଜଣଙ୍କୁ ପିଟି ପିଟି ହତ୍ୟା !
17/01/2023 at 1:04 PM

ଭୁବନେଶ୍ବର ୧୭।୦୧ : ସାଲିଆସାହି ଆଦିବାସୀ ପଡିଆରେ ଜଣଙ୍କୁ ହତ୍ୟା । ପୂର୍ବ ଶତ୍ରୁତାକୁ ନେଇ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ଆସିଛି । ମୈତ୍ରୀ ବିହାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି ।
ଖବର ଅନୁଯାୟୀ, ପୂର୍ବଶତ୍ରୁତାକୁ ନେଇ ଦୁଇ ପରିବାର ମଧ୍ୟରେ ମାର୍ପିଟ୍ ହୋଇଥିଲା । ଯାହାଫଳରେ ଏଥିରେ ଜଣେ ଗୁରୁତର ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ସୁଶୀଲ ହେମ୍ବ୍ରମ୍ । ଘଟଣାସ୍ଥଳରେ ମୈତ୍ରୀ ବିହାର ପୋଲିସ ପହଞ୍ଚି ତଦନ୍ତ ଜାରି କରିଛି ।
Related Posts
ବୁଦ୍ଧଖୋଲ ମହୋତ୍ସବ ଉଦଯାପିତ; ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ
30 January 2023
ବିଦ୍ୟୁତ୍ ଆଘାତରେ ରାଜମିସ୍ତ୍ରୀଙ୍କ ମୃତ୍ୟୁ
30 January 2023
ନୀଳଗିରି ରାସ୍ତାରେ ବୁଲୁଛି ଭାଲୁ; ଭୟଭୀତ ସ୍ଥାନୀୟ ଲୋକେ
30 January 2023