Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜଧାନୀରେ ଚାଞ୍ଚଲ୍ୟ, ଆଦିବାସୀ ପଡିଆରେ ଜଣଙ୍କୁ ପିଟି ପିଟି ହତ୍ୟା !

17/01/2023 at 1:04 PM

ଭୁବନେଶ୍ବର ୧୭।୦୧ : ସାଲିଆସାହି ଆଦିବାସୀ ପଡିଆରେ ଜଣଙ୍କୁ ହତ୍ୟା । ପୂର୍ବ ଶତ୍ରୁତାକୁ ନେଇ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ଆସିଛି । ମୈତ୍ରୀ ବିହାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି ।

ଖବର ଅନୁଯାୟୀ, ପୂର୍ବଶତ୍ରୁତାକୁ ନେଇ ଦୁଇ ପରିବାର ମଧ୍ୟରେ ମାର୍‌ପିଟ୍‌ ହୋଇଥିଲା । ଯାହାଫଳରେ ଏଥିରେ ଜଣେ ଗୁରୁତର ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ସୁଶୀଲ ହେମ୍ବ୍ରମ୍‌ । ଘଟଣାସ୍ଥଳରେ ମୈତ୍ରୀ ବିହାର ପୋଲିସ ପହଞ୍ଚି ତଦନ୍ତ ଜାରି କରିଛି ।

   Related Posts