oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ରାଜଧାନୀରେ ବୀଭତ୍ସକାଣ୍ଡ, ସ୍ତ୍ରୀ ଲିଲିଙ୍କୁ ପିଟି ପିଟି ହତ୍ୟା କଲା ସ୍ୱାମୀ ସୌଭାଗ୍ୟ

30/04/2022 at 10:11 AM

ଭୁବନେଶ୍ୱର ୩୦।୦୪: ରାଜଧାନୀରେ ପୁଣି ଏକ ହତ୍ୟାକାଣ୍ଡ । ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ହତ୍ୟା ପରେ ଆତ୍ମହତ୍ୟା ରୂପ ଦେଇଥିଲା। ମୃତକ ହେଲେ ଲିଲି ଦାଶ। ଅଭିଯୁକ୍ତ ସ୍ୱାମୀ ସୌଭଗ୍ୟ ରଞ୍ଜନ ଦାଶ । ସହିଦନଗର ଥାନା ଅନ୍ତର୍ଗତ ବସୁଆଘାଇ ଅଞ୍ଚଳରେ ଘଟିଛି ଘଟଣା।

ସେପଟେ ସହିଦନଗର ଥାନା ପୋଲିସର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଘଟଣାରେ ଅଭିଯୁକ୍ତ ସ୍ୱାମୀ ସୌଭାଗ୍ୟକୁ ଗିରଫ କରିଛି ପୋଲିସ । ଥାନାରେ ଅଧିକ ତଦନ୍ତ ଲାଗି ପଚରାଉଚରା ଜାରି ରଖିଛି ପୋଲିସ । ସେହିପରି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ପୋଲିସ ।

   Related Posts