ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଝାରସୁଗୁଡା : ଝାରସୁଗୁଡାରେ ୬ଟିକିଆ ହାତୀ ପଲ, ଜଗିଛନ୍ତି ବନ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ୍
  • ||
  • ପାଟଣା : ହଷ୍ଟେଲରେ ପଶି ୫ମ ଶ୍ରେଣୀ ଛାତ୍ରୀଙ୍କୁ ଟଣାଓଟରା କଲେ ଯୁବକ, ଫାଟକରେ ତାଲା ପକାଇଲେ ଅଭିଭାବକ
  • ||
  • ଜଳେଶ୍ବର : ମହିଳାଙ୍କୁ କମେଣ୍ଟ ମାରି ଯୁବକ ହଟହଟା : ଚପଲରେ ମାଡ ଖାଇଲେ, କାନ ଧରି ଉଠବସ୍ ହେଲେ
  • ||
  • ସୁବର୍ଣ୍ଣପୁର : ବନ୍ଧାହେଲା ଦୁଇ ଲୁଟେରା, ଡିକି ଭାଙ୍ଗି ଲୁଟି ନେଇଥିଲେ ୨ ଲକ୍ଷ ଟଙ୍କା
  • ||
  • ବଲାଙ୍ଗୀର : କୋଚିଂ ସେଣ୍ଟରରେ ଚାଲିଥିଲା ନକଲି ସାର୍ଟିଫିକେଟ୍ ତିଆରି, ୮ ଅଭିଯୁକ୍ତ ଅଟକ
  • ||
  • ଭୁବନେଶ୍ବର : କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ଏନ୍‌ଏଚ୍‌ ୫୫ କାମ ତୁରନ୍ତ ସାରିବାକୁ ଅନୁରୋଧ
  • ||
  • ଦେବଗଡ : ବନ୍ଦ ଘରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ, ହନୁମାନ ଟଙ୍କା କାରବାରରେ ଗତବର୍ଷ ଧରାପଡିଥିଲେ ମୃତକ
  • ||
  • ବାରଙ୍ଗ : ପେଟରୁ ଅଣ୍ଡା କାଢିବା ବେଳେ ଆଖିବୁଜିଲା ଧଳା ମୟୁର
  • ||
  • ଟିଟିଲାଗଡ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ?
  • ||
  • ବାଲିଗୁଡା: ନୀଳ ଜହରର ହବ୍ ପାଲଟିଛି ବାଲିଗୁଡା, ଦୁଇ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||

ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ

29/01/2023 at 11:11 AM

ସାଲେପୁର ୨୯।୦୧ : ପାରିବାରିକ କଳହର କରୁଣ ପରିଣତି । ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ । କଟକ ପାଗା ବହାଦୁଲାପାଟଣା ଗାଁରେ ଏଭଳି ଏକ ଅଭିଯୋଗ ଆସିଛି।

ଖବର ଅନୁଯାୟୀ, ସ୍ତ୍ରୀ ପ୍ରିୟଙ୍କା ଦାସ ସ୍ୱାମୀ ତ୍ରିଜୟ ଦାସଙ୍କ ଉପରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ପଡୋଶୀମାନେ ଚିତ୍କାରଶୁଣି ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ତ୍ରିଜୟକୁ ଉଦ୍ଧାର ପ୍ରଥମେ ସାଲେପୁର ମେଡିକାଲକୁ ଓ ପରେ ଅବସ୍ଥା ସଂକଟାପନ୍ନ ହେବାରୁ କଟକ SCB ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତ୍ରିଜୟଙ୍କ ବଡ଼ ଭାଉଜ ମାମିନା ଦାସ ଗୁରୁତର ଅଭିଯୋଗ ଆଣିଛନ୍ତି ପତ୍ନୀ ପ୍ରିୟଙ୍କାଙ୍କ ନାଁରେ। ତ୍ରିଜୟଙ୍କ ପରିବାର ପାଗା ଫାଣ୍ଡିରେ ଅଭିଯୋଗ କରିଛି ।

   Related Posts