oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଭୁଲିଗଲା ସଂପର୍କ, ମାଆକୁ କଟୁରିରେ ହାଣିଲା ପୁଅ

26/01/2022 at 11:24 AM

କଟକ ୨୬।୦୧: ମାଆକୁ କଟୁରିରେ ହାଣି ହତ୍ୟା କଲା ପୁଅ । ବିଡାନାସୀ ଥାନା ଅନ୍ତର୍ଗତ କନିକା ଛକରେ ହତ୍ୟାକାଣ୍ଡ। ମୃତକ କନିକା ରାଜ ପରିବାରର ହୋଇଥିବା ସୂଚନା । ପୋଲିସର ତଦନ୍ତ ଆରମ୍ଭ ।

ଖବର ଅନୁଯାୟୀ, ପାରିବାରିକ କଳହକୁ କେନ୍ଦ୍ର କରି ମାଆ ଓ ପୁଅଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ପୁଅ ଉତ୍‌କ୍ଷିପ୍ତ ହୋଇ ମାଆକୁ କଟୁରୀରେ ହାଣି ହତ୍ୟା କରିଛି ପୁଅ । ହତ୍ୟାକାଣ୍ଡ ସଂପର୍କରେ ଖବର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ସେପଟେ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ଛାନ୍‌ଭିନ୍‌ ଜାରି ରଖିଛି । ହତ୍ୟାକାରୀ ପୁଅକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

   Related Posts