oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ପାରିବାରିକ କଳହର କରୁଣ ପରିଣତି, ପୁଅର କାଠ ଫାଳିଆ ଓ ଶିଳ ପୁଆ ମାଡ଼ରେ ବାପା ମୃତ

11/01/2022 at 2:41 PM

ଘଟଗାଁ ୧୧।୦୧: କେନ୍ଦୁଝର ଜିଲ୍ଲା ହରିଚନ୍ଦପୁର ଥାନା ସଦାନନ୍ଦପୁର ଗାଁରେ ହତ୍ୟାକାଣ୍ଡ । ପୁଅର କାଠ ଫାଳିଆ ଓ ଶିଳ ପୁଆ ମାଡ଼ରେ ବାପାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶଙ୍କର ନାହାକ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସଦାନନ୍ଦପୁର ଗାଁରେ ବାପା ଶଙ୍କର ନାହାକ ଓ ପୁଅ ଗୁଣ୍ଡୁ ନାହାକଙ୍କ ମଧ୍ୟରେ ବିବାଦ ହୋଇଥିଲା । ପାରିବାରିକ କଳହକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଯେଉଁଥିରେ ପୁଅ ରାଗି ଯାଇ କାଠ ଫାଳିଆ ଓ ଶିଳ ପୁଆ ମାଡରେ ବାପାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ହତ୍ୟାକାରୀ ପୁଅ ଗୁଣ୍ଡୁ ନାହାକକୁ ଅଟକ ରଖି ପଚରାଉଚରା ଜାରି ରଖିଛି ।

   Related Posts