vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ବସ୍ତିରେ ବିଭତ୍ସ ହତ୍ୟା, ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

23/06/2022 at 9:11 AM

ମାର୍ଶାଘାଇ ୨୩।୦୬: ବସ୍ତିରେ ବିଭତ୍ସ ହତ୍ୟା । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ ।  କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ତେଣ୍ଡାକୁଡ଼ା ଗାଁରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ମୃତକଙ୍କ ନାମ ପ୍ୟାରୁନ୍‌ ବିବି ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ୱାମୀଙ୍କୁ ଅଟକ ରଖିଛି ।

ଖବର ଅନୁଯାୟୀ, ପାଟକୁରା ଥାନା ତେଣ୍ଡାକୁଡ଼ା ଗାଁର ସୟଦ ମାନାନା ଅଲ୍ଲୀ ବୁଧବାର ବିଳମ୍ଵିତ ରାତିରେ ଏକ ଟାଙ୍ଗିଆରେ ତାଙ୍କ ସ୍ତ୍ରୀ ପ୍ୟାରୁନ ବିବିଙ୍କୁ ହତ୍ୟା କରିଛନ୍ତି। ସ୍ଥାନୀୟ ଲୋକମାନେ ଏହା ଦେଖି ଅଭିଯୁକ୍ତ ସୟଦ ମାନାନାକୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ଖଵର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅଭିଯୁକ୍ତକୁ ଗିରଫ କରିଛି। ତେବେ ସୟଦ ଜଣେ ମାନସିକ ବିକୃତ ହୋଇଥିବା ଯୋଗୁଁ ଏଭଳି କାଣ୍ଡ ଘଟାଇଥିବା ପୋଲିସ କହିଛି।

   Related Posts