oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଅନ୍ଧବିଶ୍ୱାସ ନା ଆଉ କିଛି ? ମା-ଝିଅଙ୍କୁ ଗଳା କାଟି ହତ୍ୟା

14/04/2022 at 11:29 AM

କୋରାପୁଟ ୧୪।୦୪: ମାଆ-ଝିଅଙ୍କୁ ଗଳା କାଟି ହତ୍ୟା । ମୃତକଙ୍କ ମଧ୍ୟରେ ଜଣେ ୩ ବର୍ଷର ଶିଶୁ ଥିବା ବେଳେ ଆଉ ତାଙ୍କ ମାଆ ରହିଛନ୍ତି । କୋରାପୁଟ ସଦର ଥାନା ପଡ଼ାଗଡ଼ା ପଞ୍ଚାୟତ ଲୁକୁମାରି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଲୁକୁମାରି ଗାଁରେ ଏକ ଘର ଭିତରେ ମାଆ-ଝିଅଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଉଭୟଙ୍କ ଗଳାକାଟି ହତ୍ୟା କରାଯାଇଥିବା ସୂଚନା ମିଳିଛି । ତେବେ ଅତ୍ୟଧିକ ମଦ୍ୟପାନ କରି ନିଶାସକ୍ତ ଅବସ୍ଥାରେ ହତ୍ୟା କରାଯାଇଛି ନା କିଛି ଅନ୍ଧବିଶ୍ୱାସ ରଖି ହତ୍ୟା କରାଯାଇଥିବା ସ୍ଥାନୀୟ ଅଞ୍ଚଳରେ ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ କୋରାପୁଟ ସଦର ପୋଲିସ ପହଞ୍ଚି ତଦନ୍ତ ଜାରି ରହିଥିବା ସଦର ଥାନା ଅଧିକାରୀ କିରଣ ବାଳା ସାମଲଙ୍କ ସୁଚନା।

   Related Posts