oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଆରମ୍ଭ ହେବ 5G ମୋବାଇଲ ସେବା, ପ୍ରଗତି ମଇଦାନରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
  • ||

ସୈତାନ ସ୍ୱାମୀ ! ସ୍ତ୍ରୀକୁ ବାଡିରେ ପିଟି ପିଟି ମାରିଦେଲା

3/05/2022 at 12:39 PM

ସୋର ୦୩।୦୫ : ମଦ୍ୟପ ସ୍ଵାମୀର ଉନ୍ନତ୍ତକାଣ୍ଡ। ସ୍ତ୍ରୀକୁ ବାଡ଼ିରେ ପିଟି ପିଟି ହତ୍ୟା କଲା ସ୍ୱାମୀ। ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା କଇଁସି ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଅଭିଯୁକ୍ତ ସ୍ୱାମୀ ରାମ ମୁର୍ମୁକୁ ଥାନାରେ ଅଟକ ରଖିଛି ପୋଲିସ ।

ଖବର ଅନୁଯାୟୀ, ସ୍ୱାମୀ ରାମ ମୁର୍ମୁ ଅଧିକାଂଶ ସମୟ ମଦ ପିଇ ଘରକୁ ଆସିଥାନ୍ତି । ଯାହାକୁ ବିରୋଧ କରିଥାନ୍ତି ସ୍ତ୍ରୀ ଦେଉଲା ମୁର୍ମୁ । ହେଲେ ବିଳମ୍ବିତ ରାତିରେ ସ୍ୱାମୀ ରାମ ମୁର୍ମୁ ପୁଣି ଥରେ ମଦ ପାଇଁ ଘରକୁ ଆସିଥିଲେ । କୌଣସି କଥାକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଦେଖୁ ଦେଖୁ ବିବାଦ ଉଗ୍ରରୁପ ନେଇଥିଲା । ସ୍ତ୍ରୀ ବାଡିରେ ପିଟି ପିଟି ହତ୍ୟା କରିଦେଇଥିଲା ସ୍ୱାମୀ ।

ସେପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ସିମୁଳିଆ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏପିରିକି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ସହଯୋଗ ନେଇପାରେ ପୋଲିସ । ତେବେ କଣ ପାଇଁ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଲା । ସେନେଇ କିଛି ତଥ୍ୟ ହସ୍ତଗତ ହୋଇନାହିଁ ।

   Related Posts