oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ରାଗରୁ ସର୍ବନାଶ, ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ୱାମୀ

28/12/2021 at 1:24 PM

କେନ୍ଦୁଝର ୨୮।୧୨: ରାଗରୁ ସର୍ବନାଶ । ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ମୃତ ସ୍ତ୍ରୀଙ୍କ ନାମ ରଶ୍ମୀ ମୁଣ୍ଡା ବୋଲି ଜଣାପଡିଛି । ଅଭିଯୁକ୍ତ ସ୍ୱାମୀ ଥାନାରେ ଅଟକ । ପୋଲିସ ଘଟଣାରେ ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲା ଟାଉନ ଥାନା ଅଞ୍ଚଳର ଠାକୁରପାଟଣା ମୁଣ୍ଡାସାହିରେ ରହୁଥିଲେ ସ୍ୱାମୀ-ସ୍ତ୍ରୀ । ହଠାତ୍‌ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ବିବାଦ ଆରମ୍ଭ ହୁଏ । ଏପରିକି ସୋମବାର ରାତିରେ ସ୍ୱାମୀ ଡିକୁ ମୁଣ୍ଡା ମଦ ପିଇ ଆସି ସ୍ତ୍ରୀ ରଶ୍ମୀ ମୁଣ୍ଡାଙ୍କ ସହ ଝଗଡ଼ା କରିଥିଲେ । ଏଥିରେ ରାଗିଯାଇ ପିଟି ପିଟି ସ୍ତ୍ରୀଙ୍କୁ ହତ୍ୟା କରିଦେଇଛି ।

ସେପଟେ ପୋଲିସ ଖବର ପାଇଁ ଘଟଣାର ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ସ୍ୱାମୀ  ସ୍ୱାମୀ ଡିକୁ ମୁଣ୍ଡାକୁ ଟାଉନ ଥାନାରେ ଅଟକ ରଖି ପଚରାଉଚରା କରୁଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ ସହଯୋଗ ନିଆଯାଇପାରେ ପୋଲିସ ବୋଲି ପୋଲିସ ସୁତ୍ରରୁ ଖବର ମିଳିଛି ।

   Related Posts