କଟକ ୩୧।୭: ଶିକ୍ଷକଙ୍କ ବଦଳି ନେଇ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ । ୧୫ ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ ପ୍ରସଙ୍ଗରେ ହାଇକୋର୍ଟ ଏହି ନୋଟିସ୍ ଜାରି କରିଛନ୍ତି । ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ । ଆବେଦନକାରୀ ଶିକ୍ଷକଙ୍କ ବଦଳି ନିର୍ଦ୍ଦେଶ ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି । ୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି । ବଦଳି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି କିଛି ଶିକ୍ଷକ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ।
You Can Read:
ବ୍ରିଜ୍ ମେଣ୍ଟେନାନ୍ସ ପଲିସି ଉପରେ ସରକାରଙ୍କ ଫୋକସ୍, ଖୁବଶୀଘ୍ର ଆସିବ ରୋଡ଼ ମେଣ୍ଟନାନ୍ସ ପଲିସି