ଭୁବନେଶ୍ବର ୧୯।୯: ରାଜ୍ୟର ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ । ଏ ନେଇ ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଖୁବଶୀଘ୍ର ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ଆରମ୍ଭ ହେବ । ଆସନ୍ତା ୫ ବର୍ଷ ଭିତରେ ସାରା ରାଜ୍ୟରେ ଲାଗୁ ହେବ । ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି ।
ଅନ୍ୟପଟେ ମନ୍ତ୍ରୀ କହିଛନ୍ତି, ଅବସର ପରେ ବି ମେଡ଼ିକାଲ କଲେଜରେ ଅଧ୍ୟାପକ ପାଠ ପଢାଇ ପାରିବେ । ଦେଶ ବାହାରର ବିଭିନ୍ନ ବିଶ୍ବବିଦ୍ୟାଳୟର ଅଧ୍ୟାପକ ପାଠ ପଢାଇବେ ।
You Can Read: