ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ନିର୍ଦ୍ଦେଶକ ପଦବୀ ପୂରଣ ମାମଲା : ହାଇକୋର୍ଟଙ୍କୁ କ୍ଷମା ମାଗିଲେ ସ୍ୱାସ୍ଥ୍ୟ ବିଭାଗ ସ୍ୱତନ୍ତ୍ର ସଚିବ

Published By : Prameya-News7 Bureau | November 16, 2023 IST

କଟକ ୧୬।୧୧: ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ନିର୍ଦ୍ଦେଶକ ପଦବୀ ପୂରଣ ମାମଲାରେ ସ୍ୱାସ୍ଥ୍ୟ ବିଭାଗ ସ୍ୱତନ୍ତ୍ର ସଚିବଙ୍କ ହାଇକୋର୍ଟରେ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି । ଅଦାଲତ ଅବମାନନା ମାମଲାରେ ବ୍ୟକ୍ତିଗତ ଭାବେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ । ନିର୍ଦ୍ଦେଶକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ସତ୍ୟପାଠ ଦେଇଛନ୍ତି । ତେବେ ଖୁବ୍‌ଶୀଘ୍ର ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାର ପ୍ରତିଶ୍ରୁତି ଦେଇ କ୍ଷମା ପ୍ରାର୍ଥନା କରିଛନ୍ତି ।

ଏହାପରେ ହାଇକୋର୍ଟ ଅଦାଲତ ଅବମାନନା ମାମଲା ପ୍ରତ୍ୟାହାର କରିଛନ୍ତି ।

You Can Read:

wp:embed {"url":"https://www.prameyanews7.com/two-biker-crushed-to-death-by-unknown-vehicle-in-keonjhar/","type":"wp-embed","providerNameSlug":"prameya-news-7"}
https://www.prameyanews7.com/two-biker-crushed-to-death-by-unknown-vehicle-in-keonjhar/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.