ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା
26/05/2019 at 3:07 PM

ଭୁବନେଶ୍ବର ୨୬/୫: ଆଗାମୀ ୩ ଦିନ ଗ୍ରୀଷ୍ମ ପ୍ରବାହ ପର୍ଯ୍ୟନ୍ତ ଜାରି ରହିବ। ପଶ୍ଚିମ ଓଡିଶାର ୯ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ହୋଇଛି। ସମ୍ବଲପୁର, ଦେବଗଡ, ଝାରସୁଗୁଡା, ନୂଆପଡା, ଅନୁଗୋଳ, ବଲାଙ୍ଗିର, ସୋନପୁର, ବରଗଡ, ସୁନ୍ଦରଗଡ ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ହୋଇଛି।

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ବିଶେଷ କରି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କଟକ, ନୟାଗଡ, କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।
Related Posts
ଗୁଣି ଗାରେଡ଼ି ସନ୍ଦେହରେ ମରଣାନ୍ତକ ଆକ୍ରମଣ; ଜଣେ ଆହତ
29 May 2023