ଆସୁଛି ଆଉ ଏକ ଲଘୁଚାପ, ୩ ଦିନ ଯାଏଁ  ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର ୧୩।୦୯: କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ। ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ପରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ପ୍ରଭାବରେ ୩ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପିରିକି କିଛି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହୋଇପାରେ । ୨୦ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, … Continue reading ଆସୁଛି ଆଉ ଏକ ଲଘୁଚାପ, ୩ ଦିନ ଯାଏଁ  ପ୍ରବଳରୁ ଅତି ପ୍ରବଳ ବର୍ଷା