ପୁଣି ସକ୍ରିୟ ହୋଇଛି ଲଘୁଚାପ ; ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | July 15, 2018 IST

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଦକ୍ଷିଣ ପଶ୍ଚିମ ଦିଗରେ ଗତି କରୁଛି | ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେଇ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି | ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.