ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର ୨୦।୦୯: ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ପାଣିପାଗ … Continue reading ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ