Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ପେଟ୍ରୋଲ ପମ୍ପ୍‌ରେ ଡ୍ରାଇଭର ଆନ୍ଦୋଳନ ପ୍ରଭାବ, ପେଟ୍ରୋଲ ପକାଇବା ବେଳେ ଉତ୍ତେଜନା

17/03/2023 at 10:59 AM

ଆଠମଲ୍ଲିକ ୧୭।୩: ରାଜ୍ୟବ୍ୟାପୀ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି । ଡ୍ରାଇଭରଙ୍କ ଆନ୍ଦୋଳନର ପ୍ରଭବ ପେଟ୍ରୋଲ ଟାଙ୍କିରେ ପଡିଛି । ପେଟ୍ରୋଲ ଟାଙ୍କିରେ ନାହିଁ ନଥିବା ଭିଡ ଲାଗିଛି ।

ଅନୁଗୋଳ ଜିଲ୍ଲା ଆଠମଲ୍ଲିକର ସବୁ ପେଟ୍ରୋଲ ଟାଙ୍କିରୁ ପେଟ୍ରୋଲ ଡିଜେଲ ସରିଯିବା ପରେ ମାତ୍ର ଗୋଟିଏ ପେଟ୍ରୋଲ ଟାଙ୍କିରୁ ତେଲ ଭରିବା ପାଇଁ ପ୍ରବଳ ଭିଡ଼ ଦେଖାଦେଇଛି । ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଆଠମଲ୍ଲିକ ପୋଲିସକୁ ଖବର ଦିଆଯାଇଥିଲା । ମାତ୍ର ପୋଲିସ ନ ପହଞ୍ଚିବାରୁ କିଛି ଘଣ୍ଟା ତେଲ ଭରିବା ପାଇଁ ଲୋକଙ୍କ ଭିତରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେଇଥିଲା । ଫଳରେ ଟାଙ୍କି ମାଲିକ ତେଲ ସରିଗଲା କହି ଟାଙ୍କି ବନ୍ଦ କରି ଚାଲି ଯାଇଥିଲେ । ପରେ ଉପଜିଲ୍ଲାପାଳ ଓ ଯୋଗାଣ ଅଧିକାରୀ ଆସି ପ୍ରତ୍ୟେକ ବାଇକକୁ ଏକ ଲିଟର ପେଟ୍ରୋଲ ଦିଆଯାଉଥିବା ଦେଖିବାକୁ ମିଳିଥିଲା ।

   Related Posts