୨୬ ଯାଏଁ ରାଜ୍ୟରେ କାଁ ଭାଁ ବର୍ଷା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର ୨୨।୦୮: ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା । ୨୨ରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ସବୁ ଜିଲ୍ଲାକୁ ୟେଲ୍ଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି ୨୩ ତାରିଖରେ କଳାହାଣ୍ଡି, କନ୍ଧମାଳ, ଗଜପତି, ବୌଦ୍ଧ, … Continue reading ୨୬ ଯାଏଁ ରାଜ୍ୟରେ କାଁ ଭାଁ ବର୍ଷା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ