Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ନିଶ୍ଚିନ୍ତକୋଇଲି ନିକଟରେ ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍ ; ହେଲପର ଗୁରୁତର

6/10/2018 at 10:08 AM

କଟକ ୬|୧୦:   କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ପଣସପଡିଆ ଠାରେ ସଡକ ଦୁର୍ଘଟଣା ହୋଇଛି । ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ଅନ୍ୟ ଏକ ଟ୍ରକ । ଦୁର୍ଘଟଣା ଘଟାଇଥିବା ଟ୍ରକର ହେଲପର ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି । ତାଙ୍କ ପରିଚୟ ଜଣାପଡିନି । ଘଟଣାସ୍ଥଳରୁ ଦୁଇ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts