ନିଶ୍ଚିନ୍ତକୋଇଲି ନିକଟରେ ଟ୍ରକ୍କୁ ଧକ୍କା ଦେଲା ଟ୍ରକ୍ ; ହେଲପର ଗୁରୁତର
6/10/2018 at 10:08 AM

କଟକ ୬|୧୦: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ପଣସପଡିଆ ଠାରେ ସଡକ ଦୁର୍ଘଟଣା ହୋଇଛି । ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ଅନ୍ୟ ଏକ ଟ୍ରକ । ଦୁର୍ଘଟଣା ଘଟାଇଥିବା ଟ୍ରକର ହେଲପର ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି । ତାଙ୍କ ପରିଚୟ ଜଣାପଡିନି । ଘଟଣାସ୍ଥଳରୁ ଦୁଇ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।
Related Posts
ନବ ଦାସ ହତ୍ୟା ମାମଲା, ଗୋପାଳ ଦାସଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍
31 January 2023
ଆସିଲା ନବ ଦାସଙ୍କ ପୋଷ୍ଟମୋର୍ଟମ ରିପୋର୍ଟ, ଫିଟିପାରେ ଅନେକ ରହସ୍ୟ
31 January 2023
ଜମିଲା କନ୍ଧମାଳ ମହୋତ୍ସବ, ପଲ୍ଲିଶ୍ରୀ ମେଳାରେ କୋଟିଏ ଟଙ୍କାର ବିକ୍ରୀ
31 January 2023