oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି, ହାଇକୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର

22/12/2021 at 2:12 PM

କଟକ ୨୨।୧୨: ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି । ଏନେଇ ହାଇକୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର । ସାନି ତାଲିକା ପ୍ରକାଶ ପାଇଁ ମାନ୍ୟବର ହାଇକୋର୍ଟଙ୍କୁ ଜଣାଇଲେ ସରକାର ।

ଖବର ଅନୁଯାୟୀ, ପଞ୍ଚାୟତ ସଂରକ୍ଷଣ ନେଇ ପ୍ରକାଶ ପାଇଥିବା ବିଜ୍ଞପ୍ତିକୁ ପ୍ରତ୍ୟାହାର କରିବେ ରାଜ୍ୟ ସରକାର । ସଂଶୋଧନ ପରେ ସାନି ତାଲିକା ପ୍ରକାଶ କରିବାକୁ କୋର୍ଟଙ୍କୁ ଜଣାଇଛନ୍ତି ସରକାର । ଏହାସହିତ ସଂରକ୍ଷଣ ନେଇ ଆସନ୍ତା ୨୭ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ଜାନୁଆରୀ ୩ ସୁଦ୍ଧା ସମସ୍ତ ଆପତ୍ତି ଏବଂ ଅଭିଯୋଗରେ ଶୁଣାଣି ହେବ ।  ଜାନୁଆରୀ ୭ ସୁଦ୍ଧା ନିର୍ବାଚନ ଆୟୁକ୍ତଙ୍କୁ ସାନି ତାଲିକ ଦେବେ ରାଜ୍ୟ ସରକାର । ମାର୍ଚ୍ଚ ୮ ସୁଦ୍ଧା ପଞ୍ଚାୟତ ନିର୍ବାଚନ ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି ।

   Related Posts