Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପାଇଁ ନୂଆ ନିୟମ, ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍‌ରୁ ବର୍ତ୍ତିବେ ଚାଳକ

26/09/2022 at 3:55 PM

ଭୁବନେଶ୍ୱର, ୨୬/୦୯: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ଆସିଲା ନୂଆ ନିୟମ । ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍‌ ଦେବାରୁ ଚାଳକ ବର୍ତ୍ତିବେ । ଏନେଇ ରାଜ୍ୟ ସଡକ ପ୍ରାଧିକରଣ ପକ୍ଷରୁ ନୂଆ ନିୟମ ଲାଗୁ କରାଯାଇଛି । ଚେକିଂ ବେଳେ ଅନଲାଇନ ବୁକିଂ ସ୍ଲିପ୍ ଦେଖାଇଲେ ଚାଳକ ଫାଇନ୍‌ରୁ ବର୍ତ୍ତିବେ ବୋଲି କହିଛି ବିଭାଗ ।

୧ କିମ୍ବା ୨ରେ ସରୁଥିବା ନମ୍ବର ପାଇଁ ଡେଡଲାଇନ ୩୦ ସେପ୍ଟେମ୍ବରକୁ ବୃଦ୍ଧି କରାଯାଇଛି । ଅର୍ଥାତ ସେପ୍ଟେମ୍ବର ୩୦ ପୂର୍ବରୁ ରେଜିଷ୍ଟ୍ରେସନ କରିବାକୁ ପଡିବ । ସେହିଭଳି ୩ ଓ ୪ ସରୁଥିବା ନମ୍ବର ପାଇଁ ଡେଡଲାଇନ ହେଉଛି ୩୦ ସେପ୍ଟେମ୍ବର । ୫ ଓ ୬ ସରୁଥିବା ନମ୍ବର ପାଇଁ ଡେଡଲାଇନ ଅକ୍ଟୋବର ୩୧ ଏବଂ ୭ ଓ ୮ ସରୁଥିବା ନମ୍ବର ପାଇଁ ଡେଡଲାଇନ ନଭେମ୍ବର ୩୦ । ୯ ଏବଂ ୦ ସରୁଥିବା ନମ୍ବର ପାଇଁ ଡେଡଲାଇନ ଡିସେମ୍ବର ୩୧ ରଖାଯାଇଛି ।

   Related Posts