oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ହିଙ୍ଗୁଳା ଯାତ୍ରା ପାଇଁ ଦୁଲୁକୁଛି ପରିବେଶ, ମାଆଙ୍କ ଦର୍ଶନ ପାଇଁ ଲାଗିଛି ଭିଡ

14/04/2022 at 12:17 PM

ଚଣ୍ଡୀଖୋଲ ୧୪/୦୪: ଦୁଇ ବର୍ଷ ପରେ କରୋନା କଟକଣା କୋହଳ ହେବା ପରେ ଚଳିତ ବର୍ଷ ଆରମ୍ଭ ହୋଇଛି ହିଙ୍ଗୁଳା ଯାତ୍ରା । ଯାଜପୁର ଜିଲ୍ଲା ମର୍ଜିତାପୁର ପଂଚାୟତ ରେ ଦୀର୍ଘ ୫୬ ବର୍ଷ ଧରି ହିଙ୍ଗୁଳା ଯାତ୍ରା ଅନୁଷ୍ଠିତ ହୋଇ ଆସୁଛି । ନାମ ସଂକୀର୍ତନ ସହ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକୁଛି ସମଗ୍ର ପରିବେଶ ।

କଳସ ଯାତ୍ରାଠୁ ଆରମ୍ଭ ହୋଇ ବିଶ୍ଵାଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଛି । ପ୍ରତିଦିନ ମା ଙ୍କ ରୀତିନୀତି ଅନୁସାରେ ପୂଜାର୍ଚନା ଚାଲୁ ରହିଛି । ମାଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି । ଘଣ୍ଟଘଣ୍ଟା ସାଙ୍ଗକୁ ନାମ ସଂକୀର୍ତନ ରେ ପ୍ରକମ୍ପିତ ହେଉଛି ସମଗ୍ର ପରିଵେଶ. ମର୍ଜିତାପୁର ହିଙ୍ଗୁଳା ଯାତ୍ରା ର ରହିଛି ଅନେକ ଖ୍ୟାତି ।

ମା ହିଙ୍ଗୁଳା ହେଉଛନ୍ତି ସାକ୍ଷାତ ଅଗ୍ନିଦେବୀ । ଭକ୍ତିର ସହ ମାଙ୍କୁ ଆରାଧନା କଲେ ମନୋବାଞ୍ଛା ପୂର୍ଣ୍ଣ ହୁଏ ବୋଲି ବିଶ୍ୱାସ ରହିଛି । କରୋନା କଟକଣା କୋହଳ ହେବା ପରେ ଚଳିତ ବର୍ଷ ଧୁମଧାମରେ ହିଙ୍ଗୁଳା ଯାତ୍ରା ଆରମ୍ଭ ହୋଇଛି । ଭକ୍ତଙ୍କ ଆଗମନରେ ସମଗ୍ର ପରିବେଶ ହୋଇଛି ଭକ୍ତିମୟ.

   Related Posts