oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର:ପ୍ରଧାନ ଶିକ୍ଷକଙ୍କ ବଦଳିକୁ ବିରୋଧ, ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ
  • ||
  • ଛତିଶଗଡ଼ରେ ୪ ଓଡ଼ିଆଙ୍କୁ ନିର୍ମମ ହତ୍ୟା, ସ୍ୱାମୀ-ସ୍ତ୍ରୀ ଓ ଦୁଇ ଛୁଆ ମୃତ
  • ||
  • ଶାରଳାଙ୍କ ପୀଠରେ ଷଷ୍ଠୀ ପୂଜା, ମା’ଙ୍କ ଦର୍ଶନ ଲାଗି ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୩ କୋଭିଡ୍ ପଜିଟିଭ୍
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍
  • ||
  • ଦୁଷ୍କର୍ମ ଅଭିଯୋଗରେ ଜେଲ୍ ଗଲା ଟୁଙ୍ଗୁରୁ ଭୋଳ, ବହୁଚର୍ଚ୍ଚିତ ପ୍ରେମ କାହାଣୀରେ ପଡିଲା ପୂର୍ଣ୍ଣଚ୍ଛେଦ
  • ||
  • ମହାଷଷ୍ଠୀରେ ଭିଜିବ ଉପକୂଳ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ପହିଲାରୁ ବଢିବ ବର୍ଷା ପରିମାଣ
  • ||
  • ଶୁକ୍ରବାର ବସିବ କ୍ୟାବିନେଟ ବୈଠକ, ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||

ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

13/08/2022 at 8:36 AM

ସମ୍ୱଲପୁର ୧୩/୦୮: ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି । ବାମ ପାର୍ଶ୍ୱରେ ୧୩ଟି ଏବଂ ଡାହାଣ ପାର୍ଶ୍ୱରେ ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର- ୬୧୬.୭୩ ଫୁଟ୍ । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୪ ଲକ୍ଷ ୩୯ ହଜାର ୩୩୩ କ୍ୟୁସେକ୍ ଜଳ ।

ସେହପରି ପ୍ରତି ସେକେଣ୍ଡରେ ନିଷ୍କାସିତ ହେଉଛି ୩ ଲକ୍ଷ ୪୮ ହଜାର ୭୬୦ କ୍ୟୁସେକ ଜଳ । ଗତକାଲି ହୀରାକୁଦ ତଳିଆ ଅଞ୍ଚଳ ପାଇଁ ସତର୍କ ସୂଚନା ଜାରି ହୋଇଥିଲା । ହୀରାକୁଦ ତଳିଆ ଅଞ୍ଚଳକୁ ଜଳ ପ୍ରବେଶ ନେଇ ସମ୍ବଲପୁର ପ୍ରଶାସନର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା ।

ଲଗାଣ ବର୍ଷା ଫଳରେ ଜଳ ନିଷ୍କାସନ ହେଉଥିବାରୁ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ତଳମୁଣ୍ଡରେ ଜଳ ପ୍ରବେଶ କରୁଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ନଦୀ ତଳ ଅଞ୍ଚଳରେ ନଦୀକୁ ନଯିବାକୁ ପରାମର୍ଶ ଜାରି କରିଛି ପ୍ରଶାସନ ।

   Related Posts