ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟା ଜଳ, ୧୨ଟି ଜିଲ୍ଲାକୁ ସତର୍କ ସୂଚନା

25/05/2022 at 11:20 AM

ସମ୍ବଲପୁର ୨୫।୦୫ : ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟା ଜଳ । ହୀରାକୁଦ ଜଳଭଣ୍ଡାର ପକ୍ଷରୁ ଜାରି ହୋଇଛି ସତର୍କ ସୂଚନା। ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ଯାଜଳ ନଷ୍କାସନ ସକାଶେ ତଳ ମୁଣ୍ଡର ୧୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ତେବେ ମୌସୁମୀ ପାଖେଇ ଆସୁଥିବା ବେଳେ ଜୁନ ୧ରୁ ୩୧ ଅକ୍ଟୋବର ମଧ୍ଯରେ ଯେ କୌଣସି ମୂର୍ତ୍ତରେ ବନ୍ଯାଜଳ ଛଡାଯିବ ବୋଲି ଡ୍ଯାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏହି ସମୟ ମଧ୍ଯରେ ସୁରକ୍ଷା ବ୍ଯବସ୍ଥା ଗ୍ରହଣ କରାଯିବା ପାଇଁ ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ କରାଯାଇଛି ।.

   Related Posts