ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜୀବନ ବଞ୍ଚାଇବାକୁ ଦୌଡିଲେ ଲୋକେ

8/02/2023 at 12:09 PM

ଆନନ୍ଦପୁର ୦୮/୦୨: ଆନନ୍ଦପୁର ପୌରାଞ୍ଚଳର ଘସିପୁରା ଝାଡେଶ୍ୱୋର ମନ୍ଦିର ନିକଟରେ ମାତିଲେ ମହୁମାଛି । ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗୁରୁତର ୪ଜଣଙ୍କୁ ଆନନ୍ଦପୁର ଡାକ୍ତରଖାନା ଭର୍ତ୍ତି କରାଯାଇଛି ।

ଗୋଟିଏ ଗଛରେ ମହୁମାଛି ବସା ବାନ୍ଧିଥିବାବେଳେ ହଠାତ୍ ଏକ ବାଜପକ୍ଷି ଉଡିଆସି ମହୁଫେଣାରେ ବସିପଡିଥିଲା । ଫଳରେ ମହୁମାଛିମାନେ ବିକ୍ଷିପ୍ତ ହୋଇ ଏଣେତେଣେ ଉଡିବାସହ ରାସ୍ତାରେ ଯାଉଥିବା ଲୋକଙ୍କୁ ଆକ୍ରମଣ କରିଥିଲେ ।

କିଛି ଲୋକ ସେମାନଙ୍କ କବଳରୁ ନିଜକୁ ବଞ୍ଚାଇ ସାମାନ୍ଯ ଆହତ ହୋଇ ଦୈାଡି ପଳାଇଥିଲେ । ହେଲେ ୪ଜଣଙ୍କୁ ଅତି ଗୁରୁତର ଅବସ୍ଥାରେ ଲୋକେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

   Related Posts