ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ମହୁମାଛି ଆକ୍ରମଣରେ ମାଟ୍ରିକ୍ ପରୀକ୍ଷାର୍ଥୀ ଘାଇଲା, ୩୦ରୁୁ ଅଧିକ ଛାତ୍ରଛାତ୍ରୀ ଓ ଶିକ୍ଷକ ଆହତ

13/03/2023 at 10:47 AM

ଘଟଗାଁ ୧୩/୦୩: ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଆକ୍ରମଣ କଲେ ମହୁମାଛି । ଆଉ ଏହି ମହୁମାଛି ଆକ୍ରମଣରେ ୫୦ରୁୁ ଅଧିକ ଛାତ୍ରଛାତ୍ରୀ ଓ ଶିକ୍ଷକ ଆହତ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ସ୍ଥିତ ବାଳିକା ହାଇସ୍କୁଲରରେ ଘଟିଛି ଏହି ଘଟମା । ପରୀକ୍ଷା ଦେବାକୁ ଯିବା ସମୟରେ ୩୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଜଣେ ଶିକ୍ଷକ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି ।

ସୂଚନାଥାଉକି, ସକାଳ ୭.୩୦ ସମୟରେ ଛାତ୍ରଛାତ୍ରୀ ମାନେ ପରୀକ୍ଷା କେନ୍ଦ୍ରକୁ ଯାଉଥିବା ବେଳେ ହଠାତ ମହୁମାଛି ମାନେ ଆକ୍ରମଣ କରିଥିଲେ । ୩୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଜଣେ ଶିକ୍ଷକ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି । ଆକ୍ରମଣ ପରେ ମଧ୍ୟ ଛାତ୍ରଛାତ୍ରୀ ମାନେ ପରୀକ୍ଷା ଦେଇଥିଲେ।

   Related Posts