suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ରବିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

7/11/2020 at 7:09 PM

ଭୁବନେଶ୍ବର ୭/୧୧: ମେଷ – ଆଜି ଧନ ସ୍ଥାନରେ ରାହୁ ସହ ଚନ୍ଦ୍ର ଯୋଗ ଧନହାନିର କାରଣ ହୋଇପାରେ । ମିଥ୍ୟାଭାଷଣରୁ ବନ୍ଧୁ ସମ୍ପର୍କ ଫିକା ପଡିଯିବ । ଯାନାବାହନରେ ଅସୁବିଧାର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ଆଜି ପାପଗ୍ରହ ଯୁକ୍ତ କାରନରୁ ପ୍ରତ୍ୟେକ ପରିସ୍ଥିତିରେ ଆପଣ କମ୍‌-ଜୋର ରହିବେ । ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ –  ବ୍ୟୟସ୍ଥାନ ପାପଗ୍ରହ ପ୍ରଭାବରୁ  ଖର୍ଚ୍ଚ ଭାର ବୃଦ୍ଧି ପାଇବା ଦୁଶ୍ଚିନ୍ତାର କାରଣ ହେବ । ଇଚ୍ଛା ନ ଥିଲେ ଅସ୍ଥିର ମନ ହେତୁ କଥାରେ ସଂଯମତା ହୋଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାଢ଼ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ଆପଣଙ୍କ ରାଶି ଥଣ୍ଡା ଗ୍ରହ ଶନିଙ୍କ ଦୃଷ୍ଟିରେ ôତବାରୁ ସହନଶୀଳତା ଓ ଉଦାର ମନୋଭାବ କାରଣରୁ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – କର୍ମାଧିପ ନୀଚରାଶିରେ ଥିବାରୁ ଆଜିର କାର୍ଯ୍ୟରେ କିଛିଟା ବ୍ୟତିକ୍ରମ ସୃଷ୍ଟି ହୋଇପାରେ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ବ୍ୟକ୍ତିଗତ ମଜା  ମଉଜ ଓ ସୁଖ, ସୁବିଧାକୁ ପ୍ରାଧାନ୍ୟ ଦେଇ ଦାୟିତ୍ୱପୂର୍ଣ୍ଣ କାମଗୁଡିକୁ ଅବହେଳା କରିବେ । ଫଳତଃ ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ସକାଶେ କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ଅଟକି ରହିଥିବା ବହୁତ ଗୁଡିଏ କାମ ଟେନ୍‌ସନ ବଢାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ୩ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖୀ ହେବେ ।

ବିଛା – ମାନସିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସକାଶେ ବୃହସ୍ପତିଙ୍କ ଅବଦାନ ରହିବ । ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା କାରଣରୁ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ଆପଣଙ୍କ ରୋକ୍ ଠୋକ୍ କଥା ବନ୍ଧୁଙ୍କ ମନରେ ଆଘାତ ସୃଷ୍ଟି କରିବ । ଅନ୍ୟମନସ୍କତା କିମ୍ବା ବିସ୍ମରଣ ଜନିତ କୌଣସି ଜିନିଷ ହରାଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ଆଜି ଯାହା ଓ ଯେମିତି ଆଶା କରୁଛନ୍ତି ସେମିତି ହିଁ ପାଇବରେ କୌଣସି ଅସୁବିଧା ରହିବ ନାହିଁ । ବିବାଦିୟ ଘଟଣାରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  – ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁନି ସମସ୍ତ ବୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ – ଆଜିର ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଭଲ ରହିବ ନାହିଁ । ଅସୁସ୍ଥତା କାରନରୁ କେତେକ କାମରେ ଅବହେଳା କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ଞ୍ଜ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

   Related Posts