vridhi excotica
ratha jatra live
star kirano
ori homes
vridhi excotica
ratha jatra live
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବୁଧବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

18/08/2020 at 7:07 PM

ମେଷ – କର୍ମକ୍ଷେତ୍ରରେ ମଧ୍ୟ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ବୃଷ – ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବାକୁ ସମ୍ଭାବନା ରହିଛି । ଶୁକ୍ରଙ୍କ ତୃତୀୟସ୍ଥ ରବିଙ୍କ ସମ୍ଭାବନା ରହିଛି । ଶୁକ୍ରଙ୍କ ତୃତୀୟସ୍ଥ ରବିଙ୍କ ଯୋଗୁ ସରକାରୀ ହାନି ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ମିଥୁନ – ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ । ଏକ ଭିନ୍ନ ପରିସ୍ଥିତିରେ ଜଣେ ଜଣାଶୁଣା ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭରୁ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।

କର୍କଟ – ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ସିଂହ – ଗୃହରେ ଉନ୍ନତ ଚିନ୍ତା ମାନସିକ ସ୍ଥିରତା ପ୍ରଦାନରେ ସହାୟକ ହେବ । ଗୁରୁଜନଙ୍କ ସାନ୍ତ୍ୱନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

କନ୍ୟା – ଦୃଷ୍ଟି କୋଣର ଭିନ୍ନତା ଓ ଅସଂଗତ ବିଚାରଧାରା କାରଣରୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । କଠିନ ପରିଶ୍ରମ ଜନିତ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ତୁଳା – ଆଜିର ଯାତ୍ରାରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଚାକିରି କ୍ଷେତ୍ରରେ ପଦୋନ୍ନତି ଘଟିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ପରିସ୍ଥିତିକୁ ଆଖି ଆଗରେ ରଖି ମନ ବୁଝିଲା ଭଳି କଥା କହିପାରିଲେ ସହଜରେ କାମ ହାସଲ କରିପାରିବେ । ସାହାର୍ଯ୍ୟ ଲାଭ କରି ଆଜି ଅସପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍କ କରିବାର ଆଶା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମକର – ଦିନର ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ପାରିବାରିକ ପରିସ୍ଥିତି ପୁର୍ବପରି ରହିବ, ୍‌ାହା କି କାମ ପାଇଁ ମନୋବଳ ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ – କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟ ମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ଅର୍ଥଲାଭ ସଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ସ୍ୱାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ମଧ୍ୟ ଭଲ ରହିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

   Related Posts