ବୁଧବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 18, 2020 IST

ମେଷ – କର୍ମକ୍ଷେତ୍ରରେ ମଧ୍ୟ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ବୃଷ – ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବାକୁ ସମ୍ଭାବନା ରହିଛି । ଶୁକ୍ରଙ୍କ ତୃତୀୟସ୍ଥ ରବିଙ୍କ ସମ୍ଭାବନା ରହିଛି । ଶୁକ୍ରଙ୍କ ତୃତୀୟସ୍ଥ ରବିଙ୍କ ଯୋଗୁ ସରକାରୀ ହାନି ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ମିଥୁନ - ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ । ଏକ ଭିନ୍ନ ପରିସ୍ଥିତିରେ ଜଣେ ଜଣାଶୁଣା ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭରୁ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।

କର୍କଟ – ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ସିଂହ – ଗୃହରେ ଉନ୍ନତ ଚିନ୍ତା ମାନସିକ ସ୍ଥିରତା ପ୍ରଦାନରେ ସହାୟକ ହେବ । ଗୁରୁଜନଙ୍କ ସାନ୍ତ୍ୱନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

କନ୍ୟା – ଦୃଷ୍ଟି କୋଣର ଭିନ୍ନତା ଓ ଅସଂଗତ ବିଚାରଧାରା କାରଣରୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । କଠିନ ପରିଶ୍ରମ ଜନିତ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ତୁଳା – ଆଜିର ଯାତ୍ରାରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଚାକିରି କ୍ଷେତ୍ରରେ ପଦୋନ୍ନତି ଘଟିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ପରିସ୍ଥିତିକୁ ଆଖି ଆଗରେ ରଖି ମନ ବୁଝିଲା ଭଳି କଥା କହିପାରିଲେ ସହଜରେ କାମ ହାସଲ କରିପାରିବେ । ସାହାର୍ଯ୍ୟ ଲାଭ କରି ଆଜି ଅସପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍କ କରିବାର ଆଶା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମକର – ଦିନର ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ପାରିବାରିକ ପରିସ୍ଥିତି ପୁର୍ବପରି ରହିବ, ୍‌ାହା କି କାମ ପାଇଁ ମନୋବଳ ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ - କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟ ମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ - ଅର୍ଥଲାଭ ସଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ସ୍ୱାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ମଧ୍ୟ ଭଲ ରହିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.