oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଫେବ୍ରୁଆରୀ ୨୦ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

20/02/2021 at 6:59 AM

ମେଷ – ଶନିବାର ଆପଣଙ୍କ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେବାର ପ୍ରଯତ୍ନ କରିବେ। ଆନୁଷ୍ଠାନ୍ଖଳ କାର୍ଯ୍ୟ ପାଇଁ ଘର ସାହସଜ୍ଜାରେ ମଜ୍ଜି ରହିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିବ । ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଆକସ୍ମିକ କଳହ ସାଙ୍ଗକୁ ସହକର୍ମୀ କିମ୍ବା ପଡୋଶୀମାନଙ୍କ ସହ ସମ୍ପର୍କରେ ବିଭ୍ରାଟ ଘଟିବ । ପରିବାର ମଧ୍ୟରେ ଅନେକ ସମସ୍ୟା ରହିଛି, କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ କହିପାରିବେ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – କୌଣସି ଅତୀତ ଘଟଣା ସକାଶେ ଅନୁତାପ କରିପାରନ୍ତି । ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ । ଶୁଭ ରଙ୍ଗ ଲାଲ୍ଲ । ଶୁଭ ଅଙ୍କ ୨ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ଆଜି ମନ ବୁଝିଲା ଭଳି କଥା କହି ଅର୍ଥ ଯୋଗାଡ ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ । ଭ୍ରମଣରେ ଯିବାକୁ ପରିବାରରୁ ସମର୍ଥନ ପାଇବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ କାମ କଲେ ସମସ୍ୟା ସରଳ ସମାଧାନ ହେବାରେ ଅସୁବିଧା ରହିବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଧାର୍ମିକ ହେବେ ।

ତୁଳା – ଆର୍ଥିକ ଅସନ୍ତୁଳନ ସାଙ୍ଗକୁ କାହା ମନ କାହା ସହ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ । ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ଆଜିର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ ।  ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ – କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ । ସଫଳତା ପାଇବା ଯୋଗୁଁ ମନ ଖୁସି ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଦୀର୍ଘ ଦିନରୁ ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ  – ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ– ଆଜି ଆକସ୍ମିକ ଭାବରେ ଦୂରସ୍ଥାନକୁ ଯିବାକୁ ପଡିପାରେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

   Related Posts