ଗୁରୁବାରର ରାଶିଫଳ: କାମକୁ ନେଇ ବିରକ୍ତି ହୋଇ ପାରନ୍ତି, ଲୋକଙ୍କ ଉପରେ ଭରସା କରିପାରିବେ ନାହିଁ

Published By : Prameya-News7 Bureau | September 07, 2022 IST

ମେଷ– ବ୍ୟବସାୟ, ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନା ପ୍ରଭୃତିରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ୱିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି । ଉଚ୍ଚାରୋହୀ ମଙ୍ଗଳ ହେତୁ ସ୍ୱାସ୍ଥ୍ୟରେ କ୍ରମଶଃ ଉନନ୍ତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୭ ।

 ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ – ଧର୍ମଚର୍ଚ୍ଚାରେ ତଥା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ଅଧିକାଂଶ ସମୟ ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ରାଶିରେ ବଳବାନ୍ ରାହୁ ଥିବା ହେତୁ କୌଶଳରେ କାମ ହାସଲ କରିବେ । ଅପରାହ୍ନରେ ବନ୍ଧୁଙ୍କ ଠାରୁ ସାହାଯ୍ୟ ପ୍ରତିଶ୍ରୁତି ପାଇ ଟେନସନ୍ ଦୂର ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।

 ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ଅସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।

 ବ୍ୟବସାୟୀ-ଅର୍ଥ ଲାଭ ହେବ ।

 ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ। ଦୁଃସ୍ଥାନରେ ଗ୍ରହଙ୍କ ସମାବେଶ କାରଣରୁ ସାଧାରଣ ଘଟଣାକୁ କେନ୍ଦ୍ର କରି ବିବାଦ ସୃଷ୍ଟି ହୋଇପାରେ । ଉଚ୍ଚଶିକ୍ଷା, ପରୀକ୍ଷା, ବନ୍ଧୁ ସମ୍ପର୍କ ସ୍ଥାପନ ରେ ଆଶା ଅନୁଯାୟୀ ଫଳ ପାଇବେ ।ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

 ଗୃହିଣୀ- ମାନସିକ ଶାନ୍ତି ପାଇବେ ।

 ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

 କର୍ମଜୀବି- କରତ୍‌କର୍ମା ହେବେ ।

 ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କର୍କଟ – ସମ୍ପର୍କୀୟମାନେ ସହ-ଯେଗା କରିବାର ପ୍ରତିଶ୍ରୁତି ଦେବେ । ବହୁତ ଦିନରୁ ଅଟକି ରହିଯାଇଥିବା ଅର୍ଥ ଲାଭରୁ ଖୁସି ରହିବେ । ସାମାଜିକ ସ୍ତରରେ ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ବୁଝି ପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

 ଗୃହିଣୀ- ଧୈର୍ଯ୍ୟବାନ୍ ହେବେ ।

 ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

 କର୍ମଜୀବି- କର୍ମଚଞ୍ଚଳ ରହିବେ ।

 ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

 ରୋଗୀ-ସତର୍କତାର ଦିନ ।

 ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ସିଂହ – ଅଧିକାଂଶ ସମୟ ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ଶତ୍ରୁତା କରୁଥିବା ବନ୍ଧୁମାନେ ଈର୍ଷାପରାୟଣ ହୋଇ ବିଭିନ୍ନ ସମସ୍ୟା ସୃଷ୍ଟି କରିପାରନ୍ତି । ଅଫିସରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀ ରହିବ ଏବଂ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

 ଗୃହିଣୀ- ମାନସିକ ଶାନ୍ତି ପାଇବେ ।

 ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

 କର୍ମଜୀବି-ସହଯୋଗ ମିଳିବ ।

 ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଚାଷୀ- ଉତ୍ତମ ଫଳ ପାଇବେ ।

କନ୍ୟା – କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ ।ବହୁତ ଦିନରୁ ଅଟକି ରହିଯାଇଥିବା ଅର୍ଥ ଲାଭରୁ ଖୁସି ରହିବେ । ସାମାଜିକ ସ୍ତରରେ ସାଦାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

 ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବି-ସମ୍ମାନିତ ହେବେ ।

 ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।

 ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା –କଥା ଦେଇ କଥା ରଖି ନ ଥିବା କାରଣରୁ ନିଜ ଲୋକଙ୍କ ଉପରେ ଭରସା କରିପାରିବେ ନାହିଁ । ବନ୍ଧୁଙ୍କ ସହାୟତାରେ ପାରିବାରିକ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହେବ । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗଧଳା । ଶୁଭ ଅଙ୍କ ୮ ।

 ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 କର୍ମଜୀବି-ପ୍ରଶଂସିତ ହେବେ ।

 ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।

 ଗୃହିଣୀ-ସୁଖ ଅନୁଭବ କରିବେ ।

ବିଛା – ଯାନାବାହାନରେ ସତର୍କତା ଅବଲମ୍ବନ କରନ୍ତୁ । ଅନ୍ୟଥା ବାଣିଜ୍ୟରେ ଉନ୍ନତି ଘଟିବ, କିନ୍ତୁ ପ୍ରତିବନ୍ଧକ ଲାଗି ରହିବ । ଦୀର୍ଘ ଦିନରୁ ଅଟକି ରହିଥିବା କାମଟି ଉପରିସ୍ଥ ସୌଜନ୍ୟରୁ ହୋଇଯିବ । ବନ୍ଧୁଙ୍କ ସହାୟତାରେ ବ୍ୟବସାୟୀଙ୍କ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪।

 ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

 ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ଧନୁ – ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ । ନିଜ ପରିସରରେ ଅନ୍ୟମାନଙ୍କ ସାହାର୍ଯ୍ୟରୁ ଆଶା କରିଥିବା ଦିଗରୁ ଅର୍ଥଲାଭ ହେବ । ହଠାତ୍ ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ଶୁଭାଇ ପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

 ଗୃହିଣୀ- ମାନସିକ ଶାନ୍ତି ପାଇବେ ।

 ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

 କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।

 ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

 ରୋଗୀ- ଅଳସୁଆ ଲାଗିପାରେ ।

 ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମକର – କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଖିତ ହୋଇପାରେ । ଗତକାଲି ଠାରୁ ଯେଉଁ କାମଟିକୁ ଆରମ୍ଭ କରିଛନ୍ତି, ସେଥିରେ ବ୍ୟତିକ୍ରମ ଦେଖା ଦେଇ ପାରେ । ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗ ଚିନ୍ତାପ୍ରକଟ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

 ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

 ରୋଗୀ- ଅସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି-ସମ୍ମାନିତ ହେବେ ।

 ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।

 ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ  - ବନ୍ଧୁମାନଙ୍କ ଗହଣରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ ।ସମସ୍ୟା ରହିଥିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି ପରିବାରରେ ସୁସମ୍ପର୍କ ସ୍ଥାପନରେ ସଫଳ ହେବେ । ଆର୍ଥିକ ସ୍ଥିତି ମହଭୁତ ରହିବ, ଅବଶ୍ୟ ଏଥି ସକାଶେ କଷ୍ଟ ସ୍ୱୀକାର କରିବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

 ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ୟୋଗା କରନ୍ତୁ ।

 ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

 କର୍ମଜୀବି-ଅର୍ଥ ହାନୀ ହେବ ।

 ବ୍ୟବସାୟୀ-ସଫଳତା ମିଳିବ ।

 ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମୀନ - ଜ୍ୟୋଷ୍ଠ ନକ୍ଷତ୍ର ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି ।ସକାଳୁ ସକାଳୁ ଚେଷ୍ଟା କରୁଥିବା କାମଗୁଡିକ ନିର୍ଦ୍ଦିଷ୍ଟ ସନୟରେ ସମ୍ପନ୍ନ ହୋଇପାରିବ । କର୍ମକ୍ଷେତ୍ରର କେତେକ ଫାଇଲ୍ କାମ ସକାଶେ ସମସ୍ୟାରେ ପଡିପାରନ୍ତି। ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

 ଗୃହିଣୀ-ସୁଖୀ ହେବେ ।

 ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।

 କର୍ମଜୀବି- ସମ୍ମାନ ପାଇବେ ।

 ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

 ରୋଗୀ-ସତର୍କତାର ଦିନ ।

 ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.