ଗୃହ ଆରମ୍ଭରୁ ହୋହଲ୍ଲା, ପ୍ଲାକାଡ୍ ଦେଖାଇ ବିରୋଧୀଙ୍କ ପ୍ରତିବାଦ
1/03/2023 at 10:49 AM

ଭୁବନେଶ୍ୱର ୦୧/୦୩: ଗୃହ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଓ ହଟ୍ଟଗୋଳ । ଗୃହର ମଧ୍ୟ ଭାଗକୁ ଆସି ବିରୋଧୀ ଦଳ ବିଜେପି ସଦସ୍ୟଙ୍କ ନାରାବାଜି । ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ପ୍ଲାକାଡ୍ ଦେଖାଇ ପ୍ରତିବାଦ ।
ବିଜେପି କର୍ମୀଙ୍କ ଉପରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ । ମଙ୍ଗଳବାର ବିଜେପି ଯୁବ ମୋର୍ଚ୍ଚା ଆନ୍ଦୋଳନ କରୁଥିବା ବେଳେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇଥିବାରୁ ଗୃହରେ ପ୍ରତିବାଦ କରିଛନ୍ତି । ଫଳରେ ପରିସ୍ଥିତି ଏମିତି ହୋଇଥିଲା ଯେ, ଦିନ ୧୧.୩୦ ଯାଏ ମୁଲତବୀ ରଖିଛନ୍ତି ବାଚସ୍ପତି ।
Related Posts
ଗେଟ୍ ଖୋଲିଲେନି ଘର ମାଲିକ, ରାତିଅଧରେ ହଟହଟା ହେଲେ ମଡେଲ
26 March 2023
ଓଭରଲୋଡିଂ ହେଲା କାଳ, ବାଲି ଗାଡିଠୁ ଆଦାୟ ହେଲା ଲକ୍ଷେ ଫାଇନ୍
26 March 2023