ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ପ୍ରଶ୍ନକାଳରେ ଉଠିଲା ଚାଷୀ ପ୍ରସଙ୍ଗ, ଗୃହରେ ହଟ୍ଟଗୋଳ: ମୁଲତବୀ କଲେ ବାଚସ୍ପତି

25/11/2022 at 10:42 AM

ଭୁବନେଶ୍ୱର ୨୫/୧୧: ଆଜି ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ । ଗୃହ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଓ ହଟ୍ଟଗୋଳ ପାଇଁ ଚାଲିପାରିଲାନି ଗୃହ । ଫଳରେ ଗୃହକୁ ୧୧.୩୦ ଯାଏଁ ଗୃହ ମୁଲତବୀ କରିଛନ୍ତି ବାଚସ୍ପତି ।

ସୂଚନା ଥାଉକି, ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହୋହଲ୍ଲା କରିଥିଲେ ଉଭୟ ବିଜେପି ଓ କଂଗ୍ରେସ । ଚାଷୀ ପ୍ରସଙ୍ଗରେ ବିଧାନସଭା ହୁଲସ୍ତୁଲ କରିଥିଲେ ବିରୋଧୀ । ଏମିତିକି ବାଚସ୍ପତିଙ୍କ ପୋଡିୟମ ଆଗରେ ନାରାବାଜି କରିଥିଲେ ବିରୋଧୀ । ସେପଟେ ବିଜେଡି ଉଠାଇଥିଲା ଧାନର ଏମଏସପି ପ୍ରସଙ୍ଗ । ଫଳରେ ବାଚସ୍ପତି ଗୃହକୁ ମୁଲତବୀ କରିବାକୁ ବାଧ୍ୟ ହୋଇଥିଲେ ।

   Related Posts