ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି

Published By : Prameya-News7 Bureau | November 28, 2022 IST

ଭୁବନେଶ୍ୱର ୨୮/୧୧: ବିଧାନସଭା ଅଧିବେଶନର ଚତୁର୍ଥ ଦିନ । ଆଜି ଗୃହ ଆରମ୍ଭରୁ ଦେଖିବାକୁ ମିଳଥିଲା ହୋହଲ୍ଲା ପରିସ୍ଥିତି ।

ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ବିଧାନସଭାରେ ହଟ୍ଟଗୋଳ ଓ ନାରାବାଜି । ଉଭୟ ବିଜେପି ଓ କଂଗ୍ରେସ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ ଉଠାଇ ଶାସକ ବିଜେଡିକୁ ଘେରିଥିଲେ । ସ୍ଥିତି ଏମିତି ହୋଇଥିଲା ଯେ, ଗୃହ ମୁଲତବୀ କରିଥିଲେ ବାଚସ୍ପତି । ୧୧.୩୦ ଯାଏଁ ଗୁହକୁ ମୁଲତବୀ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.