suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଧ୍ୟପ୍ରଦେଶ ମୁରୈନାରେ ଦୁର୍ଘଟଣା, ଏୟାରଫୋର୍ସର ସୁଖୋଇ-୩୦ ଓ ମିରାଜ୍-୨୦୦୦ ଫାଇଟର ଜେଟ୍ କ୍ରାସ୍
  • ||
  • ଜେରୁଜେଲମ୍‌ରେ ପ୍ରାର୍ଥନାସ୍ଥଳରେ ଆତଙ୍କୀ ହମଲା, ଗୁଳିମାଡ଼ରେ ୮ମୃତ
  • ||
  • କେନ୍ଦୁଝର: ବୋଲେରୋ ଓ ଅଟୋ ମୁହାଁମୁହିଁ ଧକ୍କା, ୩ ମୃତ ଗୁରୁତର
  • ||

IAS ସ୍ତରରେ ଅଦଳବଦଳ : ଡକ୍ଟର ପ୍ରମୋଦ ମେହେର୍ଦ୍ଦା ହେଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ

29/02/2020 at 2:28 PM

ଭୁବନେଶ୍ବର ୨୯।୨: ଆଇଏସଏ ସ୍ତରରେ ଅଦଳବଦଳ ହୋଇଛି । ଦୁଇ ବରିଷ୍ଠ ଆଇଏଏସ ଅଫିସରଙ୍କୁ ନୂଆ ଦାୟିତ୍ବ ଦିଆଯାଇଛି । ୧୯୯୭ ବ୍ୟାଚ୍‌ର ବରିଷ୍ଠ ଆଇଏଏସ ଅଫିସର ଡକ୍ଟର ପ୍ରମୋଦ ମେହେର୍ଦ୍ଦାଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଦାୟିତ୍ବ ମିଳିଛି । ପରିବହନ ସଚିବ ଦାୟିତ୍ବ ମଧ୍ୟ ତୁଲାଇବେ ପ୍ରମୋଦ ମେହେର୍ଦ୍ଦା ।

ସେହିପରି ୧୯୯୧ ବ୍ୟାଚ୍‌ର ଆଇଏଏସ ଅଫିସର ମଧୁସୂଦନ ପାଢୀଙ୍କୁ ଲ୍ୟାଣ୍ଡ ରେକର୍ଡସ ଆଣ୍ଡ୍ ସେଟେଲମେଣ୍ଟର କମିଶନର ଦାୟିତ୍ବ ଦିଆଯାଇଛି । ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିଲେ ଆଇଏଏସ ମଧୁସୂଦନ ପାଢୀ ।

   Related Posts